fbpx

ଓଲିଉଡ଼ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ

ଭୁବନେଶ୍ୱର, ୨୭ା୫(ଓଡ଼ିଶା ଭାସ୍କର): ଓଲିଉଡ଼ ଜଗତର ନାମିଦାମି ଓ ବରିଷ୍ଠ କଳାକାର ବିଜୟ ମହାନ୍ତି ଅସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଭାବେ ଅସୁସ୍ଥ ହୋଇଥବବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ବିଜୟଙ୍କ ଅସୁସ୍ଥ ଖବର ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.