fbpx
BSKY SKY
BSKY SKY

ଏଣିକି ସ୍କୁଲରେ ଦିଆଯିବ ଅଲିମ୍ପିକ୍ ଶିକ୍ଷା: ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏଣିକି ସ୍କୁଲ ସ୍ତରରୁ ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବେ ଛାତ୍ରଛାତ୍ରୀ । ସ୍କୁଲରେ ଅଲିମ୍ପିକ ଶିକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ଦୁଇ ସ୍ମାର୍ଟ ସିଟିରେ ୯୦ ସ୍କୁଲରେ ଅଲିମ୍ପିକ ଶିକ୍ଷାଦାନ ହେବ ।

ତେବେ ରାଉରକେଲାରେ ୨୭ ଓ ଭୁବନେଶ୍ୱରରେ ୬୩ଟି ସ୍କୁଲରେ ଯୋଜନା ଲାଗୁ ହେବ । ଚୀନ ଓ ଜାପାନ ଭଳି ଖେଳାଳି ସୃଷ୍ଟି କରିବାକୁ ସରକାରଙ୍କର ଲକ୍ଷ୍ୟ ରହିଛି । ସାରା ରାଜ୍ୟରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଏପରି ନିଷ୍ପତ୍ତି ନେଇଛି ।

Get real time updates directly on you device, subscribe now.