fbpx

ଭୁବନେଶ୍ୱରରେ ଆଉ ଏକ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୧୩ା୪(ଓଡ଼ିଶା ଭାସ୍କର):ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ସେହି କରୋନା ଆକ୍ରାନ୍ତଙ୍କ ବୟସ ୩୫ବର୍ଷ ବୋଲି ଜଣାପଡ଼ିଛି । ସେ ଭୁବନେଶ୍ୱର ସ୍ଥିତ ବମିଖାଲ ଅଞ୍ଚଳର ବୋଲି ମଧ୍ୟ ସୂଚନା ମିଳିଛି । ସେ ବମିଖାଲରୁ ପୂର୍ବରୁ ଚିହ୍ନଟ ୪ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଏନେଇ ସୂଚନା ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ।

Get real time updates directly on you device, subscribe now.