fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ  ଜଣକ ଝାରସୁଗୁଡା ଜିଲ୍ଲା ର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Get real time updates directly on you device, subscribe now.