fbpx

ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି

କଳାହାଣ୍ଡି, ୪ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ସେହି ୨୯ ବର୍ଷିୟ ଯୁବକ କଳାହାଣ୍ଡିର ବୋଲି ଜଣାପଡ଼ିଛି । ସେ ନିକଟରେ ବାହାରିନରୁ ଆସିଥିବା ନେଇ ସୂଚନା ମିଳିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେହିପରି ଗତକାଲି ମଧ୍ୟ ଓଡ଼ିଶାରେ ୧୫ଜଣ କରୋନା ରେକାଗୀ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.