fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୫ବର୍ଷିୟ ପୁରୁଷ । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ରାଜ୍ୟରେ ୧୧୨ ପଜିଟିଭ କେସ୍ ଆସିଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.