ଭୁବନେଶ୍ୱର, ୭ା୪(ଓଡ଼ିଶା ଭାସ୍କର): ଭୁବନେଶ୍ୱରରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ସ୍ଥିତ ମଧୁସୁଦନ ନଗର ୟୁନିଟ-୪ର ଏକ ୪୫ବର୍ଷିୟ ଯୁବକଙ୍କ ନିକଟରେ କରୋନା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
One more Covid 19 positive case in Bhubaneswar.
Male, 45 years, Madhusudan Nagar, Unit IV— H & FW Dept Odisha (@HFWOdisha) April 7, 2020