fbpx

ଭୁବନେଶ୍ୱରରେ ଆଉ ଏକ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୭ା୪(ଓଡ଼ିଶା ଭାସ୍କର): ଭୁବନେଶ୍ୱରରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ସ୍ଥିତ ମଧୁସୁଦନ ନଗର ୟୁନିଟ-୪ର ଏକ ୪୫ବର୍ଷିୟ ଯୁବକଙ୍କ ନିକଟରେ କରୋନା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Get real time updates directly on you device, subscribe now.