fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର । ଏହାସହ ଓଡ଼ିଶାରେ କରୋନାରେ ଆକ୍ରାନ୍ତ ଥିବା ୩୯ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ୧୨୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ କରୋନାରେ ୮୨ଜଣ ସକ୍ରିୟ ରହିଛନ୍ତି ।

Get real time updates directly on you device, subscribe now.