fbpx

ଭୁବନେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୩ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ସେ ଭୁବନେଶ୍ୱର ବୋଲି ଜଣାପଡ଼ିଛି । ସୁସ୍ଥ ହେବା ପରେ ତାଙ୍କୁ ମେଡ଼ିକାଲରୁ ଡିସଚାର୍ଯ କରାଯାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହାସହ ଓଡ଼ିଶାରେ ୮୩ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୪୯ଜଣ ରାଜ୍ୟରେ କରୋନା ଆକ୍ରାନ୍ତରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.