fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୮ା୪(ଓଡ଼ିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର । ଏହାସହ ଓଡ଼ିଶାରେ ଏପର୍ଯ୍ୟନ୍ତ ୩୮ଜଣ କରୋନା ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଓଡ଼ିଶାରେ ୧୧୮ଜଣ ଆକ୍ରାନ୍ତ ଥିବା ବେଳେ ୩୮ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୯ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Get real time updates directly on you device, subscribe now.