fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫/୫(ଓଡିଶା ଭାସ୍କର): ରାଜ୍ୟ ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି ।  ଚିହ୍ନଟ ଆକ୍ରାନ୍ତ ଜଣକ ରାଉରକେଲାର। ସେ ପୁରୁଷ ହୋଇଥିବା ବେଳେ ତାଙ୍କ ବୟସ ୪୯। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ଏବେ ଆକ୍ଟିଭ କେସ୍ ୧୧୩ ରହିଛି ।

Get real time updates directly on you device, subscribe now.