fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ,ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି

ଭୁବନେଶ୍ୱର,୫/୫(ଓଡିଶା ଭାସ୍କର): ରାଜ୍ୟ ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ବାଲେଶ୍ୱରର। ବାଲେଶ୍ଵରରେ ଆକ୍ରାନ୍ତ ଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୫ରେ ପହଞ୍ଚିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ଏବେ ଆକ୍ଟିଭ କେସ୍ ୧୧୪ ରହିଛି ।

Get real time updates directly on you device, subscribe now.