fbpx

ଓଡ଼ିଶାରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୩୧ା୩(ଓଡ଼ିଶା ଭାସ୍କର): ଦେଶରେ ଦିନକୁ ଦିନ ମହାମାରୀ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ଓଡ଼ିଶାରେ ମଧ୍ୟ ଆଉ ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ଥିବା ସୂଚନା ମିଳିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଦୁବାଇରୁ ଫେରିଥିବା ଭଦ୍ରକ ଜିଲ୍ଲାର ଜଣେ ଯୁବକଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଛି । ଯୁବକଙ୍କ ବୟସ ୨୯ ହୋଇଥିବା ସୂଚନା ରହିଛି ।

Get real time updates directly on you device, subscribe now.