fbpx

ସ୍କ୍ରବ ଟାଇଫସରେ ଆଉ ଜଣଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ବରଗଡ଼ : ଆଜି ସୁନ୍ଦରଗଡ଼ରେ ୩ ଜଣ ରୋଗୀ ଚିହ୍ନଟ ହୋଜ଼ଥିବା ବେଳେ ବରଗଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି ଅଟନ୍ତି । ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ବରଗଡ଼ ଜିଲ୍ଲାର ଜନସ୍ୱାସ୍ଥ୍ୟ ଅଧିକାରୀ ସାଧୁ ଚରଣ ଦାଶ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.