fbpx

ରାଜ୍ୟରେ ଆଉ ଏକ ନୂଆ ଜିଲ୍ଲାକୁ ବ୍ୟାପିଲା କରୋନା

ଭୁବନେଶ୍ୱର, ୨୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ଏକ ନୂଆ ଜିଲ୍ଲାକୁ ବ୍ୟାପିଛି କରୋନା । ପ୍ରଥମ ଥର ପାଇଁ ସୋନପୁର ଜିଲ୍ଲାକୁ କରୋନା ବ୍ୟାପିଥିବା ବେଳେ ସେଠାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୯ଜିଲ୍ଲାକୁ ବ୍ୟାପିଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୫୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୬୪୯ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୬୧ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.