fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୫।୪(ଓଡିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ବ୍ୟକ୍ତି ଜଣକ ସୁନ୍ଦରଗଡ଼ ଅଂଚଳର।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଏହାସହ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୨୦୫୯୯ନମୁନା ପରୀକ୍ଷା ହୋଇଥିିବା  ବେଳେ ସେଥିମଧ୍ୟରୁ ୯୪ ଜଣଙ୍କ ରିପୋର୍ଟ ପଜିଟିଭ ରହିଛି। ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୫୯ରେ ରହିଛି ।

Get real time updates directly on you device, subscribe now.