fbpx

ବୋମା ବିସ୍ଫୋରଣରେ ଚାଲିଗଲା ଜୀବନ

ଗଞ୍ଜାମ,୨୯ ।୧୦(ଓଡିଶା ଭାସ୍କର): ଗଞ୍ଜାମ ବଡଗଡ ଭୀମପୁର ଗାଁରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ସେହି ଅଞ୍ଚଳରେ ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ଏହି ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଶେରଗଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ତେବେ ବୋମା ଭିଡିବା ବେଳେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି ।

Get real time updates directly on you device, subscribe now.