fbpx

ପୁଣି ଜଣେ କରେ।ନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ଭୁବନେଶ୍ୱର:୨୪ ।୪(ଓଡିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଛି । ଗତକାଲି ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏହି ସଂଖ୍ୟା ୮୯ ରେ ପଂହଚିଥିଲା । ଆଜି ଆଉ ଜଣେ ଚିହ୍ନଟ ହେବା ଚିନ୍ତା ବଢ଼ାଇ ଦେଇଛି । କିନ୍ତୁ ଆକ୍ରାନ୍ତ ବାବଦରେ ବିଶେଷ ସୂଚନା ମିଳିପାରିନାହିଁ ।

Get real time updates directly on you device, subscribe now.