fbpx

ହୀରାକୁଦରେ ମାତ୍ର ୨ଟି ଗେଟ ଖୋଲା

ସମ୍ବଲପୁର : ହୀରାକୁଦର ଡ୍ୟାମର ସ୍ଥତି ନିୟନ୍ତ୍ରଣରେ ଥିବାରୁ ଡ୍ୟଅମର ଗେଟ ବନ୍ଦ କରାଯାଇଛି । ମାତ୍ର ୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ କରାଯାଉଛି । ଅନ୍ୟପଟେ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହେଉଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ସୁନ୍ଦରଗଡ, ଅନୁଗୁଳ, ଦେବଗଡ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।

Get real time updates directly on you device, subscribe now.