fbpx

ସାବଧାନ୍! ରାଜ୍ୟର ୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୩୧ ।୩(ଓଡିଶା ଭାସ୍କର): ରାଜ୍ୟରେ ବଢୁଛି ତାତି । ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୧ ଜିଲ୍ଲା ଯଥା- ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ନୂଆପଡା, ବଲାଙ୍ଗିର, ଯାଜପୁର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱରକୁ ଆଲର୍ଟ ଜାରି ରହିଛି ।

Get real time updates directly on you device, subscribe now.