fbpx

ପରୀ ମାମଲା: ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

କଟକ,୧୨ ।୧(ଓଡିଶା ଭାସ୍କର): ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ହାଇକୋର୍ଟରେ ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲାନି ଏସଆଇଟି । ଗତ ୧୬ରେ ଏସଆଇଟି ଦେଇଥିବା ଷ୍ଟାଟସ ରିପୋର୍ଟ ଖୋଲାଗଲା । ଫଳରେ ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ ଦାଖଲ ପାଇଁ ଏସଆଇଟିକୁ ଅଧିକ ସମୟ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ମାର୍ଚ୍ଚ ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଧାର୍ଯ୍ୟ କରାଯାଇଛି ।

Get real time updates directly on you device, subscribe now.