fbpx

ଓଡିଆ ଅଫିସର ହେବେ ସେନା ଉପମୁଖ୍ୟ

ନୂଆଦିଲ୍ଲୀ,୧୮ ।୧: ଓଡିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତି ହେବେ ଭାରତୀୟ ସେନା ଉପମୁଖ୍ୟ । ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ ଦାୟିତ୍ୱ । ସେନା ଉପମୁଖ୍ୟ ଭାବେ ଏସକେ ସାଇନିଙ୍କ ସ୍ଥାନ ନେବେ ଚଣ୍ଡିପ୍ରସାଦ । ଜାନୁଆରୀ ୩୧ରେ ଅବସର ଗ୍ରହଣ କରିବେ ଏସକେ ସାଇନି । ଏବେ ସଦର୍ଣ୍ଣ କମାଣ୍ଡର ଭାବେ କାର୍ଯ୍ୟରତ ଅଛନ୍ତି ଏଲଜି ଚଣ୍ଡି ପ୍ରସାଦ ମହାନ୍ତି । ଚଣ୍ଡିପ୍ରସାଦଙ୍କ ଘର ଜଗତସିଂହପୁର ଜୟଗଡ ବୋଲି ଜଣାପଡିଛି ।

Get real time updates directly on you device, subscribe now.