fbpx
BJD SKY
BJD SKY

ସମବାୟ ସମିତି ସଦସ୍ୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ଜାଣନ୍ତୁ କେବେ…

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନ, ପୌର ନିର୍ବାଚନ ଶେଷ ହେବା ପରେ ଏବେ ପ୍ରାଥମିକ ସମବାୟ ସମିତି ସଦସ୍ୟ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତ ବର୍ଷ ଜୁନ୍ ମାସରେ ସମବାୟ ନିର୍ବାଚନ ଅନୁଷ୍ଠିତ ହେବ ।

ସୂଚନା ଅନୁଯାୟୀ, ଜୁନ୍ ୧୯ ଓ ଜୁନ୍ ୨୬ ରେ ପ୍ରାଥମିକ ସମବାୟ ସମିତି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ । ଏନେଇ ସମବାୟ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।

Get real time updates directly on you device, subscribe now.