fbpx

ଅରିନ୍ଦମଙ୍କ ପରିବାରକୁ ଓଟିଭି ପକ୍ଷରୁ ୨୦ ଲକ୍ଷ ସହାୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଟିଭି ପକ୍ଷରୁ ଅରିନ୍ଦମଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଓଟିଭି ଏମଡି ଜାଗି ମଙ୍ଗତ ପଣ୍ଡା । ଅରିନ୍ଦମଙ୍କ ଅକାଳ ବିୟୋଗ ଅପୂରଣୀୟ କ୍ଷତି କହିଲେ ଜାଗି ମଙ୍ଗତ । ସେ କହିଛନ୍ତି ଯେ, କେବଳ ମୋ ପାଇଁ ନୁହେଁ, ସାରା ଅନୁଷ୍ଠାନ ପାଇଁ ଅପୂରଣୀୟ କ୍ଷତି ।

Get real time updates directly on you device, subscribe now.