ପ୍ରଦୀପ ପାଣିଗ୍ରାହୀ ମାମଲା: ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ
ଭୁବନେଶ୍ୱର, ୭ା୧୨ (ଓଡିଶା ଭାସ୍କର): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ଲୋକାୟୁକ୍ତ କରିବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁପାରିଶ କରିଛନ୍ତି । ତେବେ ଲୋକାୟୁକ୍ତ…