ଆଜିବି ହଜାରେ ତଳକୁ ଖସିଲା ପଜିଟିଭ ସଂଖ୍ୟା, ଆଜି ୯୮୬ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୨।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୮୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…