ସକାଳ ୯ଟା ସୁଦ୍ଧା ୯.୮୧ % ମତଦାନ

ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୯ଟା ସୁଦ୍ଧା ଦୁଇଟି ଯାକ ଆସନରେ ୯.୮୧ ପ୍ରତିଶତ ଭୋଟ ପଡିଛି ।ବାଲେଶ୍ବରରେ ସକାଳ ୯ଟା ସୁଦ୍ଧା ୧୨.୧୧%…

ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

୧.୨୩ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୦୯୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮ ହଜାର ୩୧୦…

ବାଲେଶ୍ବର ଓ ତିର୍ତ୍ତୋଲରେ ମତଦାନ ଜାରି

ବାଲେଶ୍ୱର,୩/୧୧(ଓଡିଶା ଭାସ୍କର): ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି । କୋଭିଡ କଟକଣାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ । ପ୍ରତି ବୁଥରେ ୧୫୦୦ ପରିବର୍ତ୍ତେ…

ଆଜିର ରାଶିଫଳ (ମଙ୍ଗଳବାର, ୩ ନଭେମ୍ବର ୨୦୨୦)

ମେଷ - ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ…

କାବୁଲ୍ ବିଶ୍ୱବିଦ୍ୟାଳୟରେ ଆତଙ୍କୀ ଆକ୍ରମଣ , ୨୫ ମୃତ

କାବୁଲ ,୨।୧୧: ଆଫଗାନିସ୍ତାନର କାବୁଲ୍ ବିଶ୍ୱବିଦ୍ୟାଳୟରେ ସୋମବାର ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ଼ କରିଛନ୍ତି । ଏହି ଘଟଣାରେ ୨୫ଜଣ ଛାତ୍ରଛାତ୍ରୀଙ୍କ ପ୍ରାଣହାନୀ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି ।…

ଖୁସି ଖବର: ରାଜ୍ୟରେ ଆଜି ୧୫୨୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…