ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୦୬୭ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୨୯ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୦୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୦୯ ଜଣ ଓ…