ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ
ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୫୬ ଓ ସ୍ଥାନୀୟ ଅଞ୍ଚଳରୁ…