ସ୍ୱାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର):ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି । ୧୦୦ଟି ମାଇକ୍ରୋ କମ୍ପିକିଟ୍ ସେଣ୍ଟର ଓ ୫୦ଟି ଏମଆରଏଫ ଲୋକର୍ପିତ…

ବିଜୟ ମାଲ୍ୟାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ନୂଆଦିଲ୍ଲୀ,୩୧ା୮: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଲାଗିଛି ସୁପ୍ରିମକୋର୍ଟଙ୍କ ଝଟକା । ଅଦାଲତ ଅବମାନନା ମାମଲାରେ ମାଲ୍ୟାଙ୍କ ପୁନର୍ବିଚାର ଆବେଦନ ଖାରଜ ହୋଇଛି । ୨୦୧୭ ମେ ମାସର ରାୟର ପୁନର୍ବିଚାର ଆବେଦନ…

ପ୍ରଶାନ୍ତ ଭୂଷଣଙ୍କୁ ଟଙ୍କାଏ ଜୋରିମାନା

ନୂଆଦିଲ୍ଲୀ,୩୧ ।୮: ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାରେ ଆସିଛି ଟ୍ୱିଷ୍ଟ୍ । ପ୍ରଶାନ୍ତଙ୍କଉପରେ ୧ ଟଙ୍କା ଜୋରିମାନା ଲଗାଇଛନ୍ତି ସୁପ୍ରିମକୋର୍ଟ । ସେପ୍ଟେମ୍ବର ୧୫ ସୁଦ୍ଧା ଜୋରିମାନା ପଇଠ କରିବାକୁ…

ନିଟ୍ ଓ ଜେଇଇ ମେନ ପରୀକ୍ଷାର୍ଥୀଙ୍କୁ ସୁବିଧା ଯୋଗାଇବା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବଙ୍କ ଟ୍ୱିଟ୍

ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ନିଟ୍ ଓ ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କୁ ବିଭିନ୍ନ ସୁବିଧା ଯୋଗଇବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ । ଏହି ସୁବିଧା ଯୋଗାଇବା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଅସିତ…

ପୁଣି ଭାରତ-ଚୀନ୍ ମୁହାଁମୁହିଁ

ନୂଆଦିଲ୍ଲୀ,୩୧ ।୮:ପୂର୍ବ ଲଦାଖ ସୀମାରେ ଭାରତ ଓ ଚୀନ ସେନା ପୁଣି ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଅଗଷ୍ଟ ୨୯ ଓ ୩୦ ତାରିଖରେ ପେଙ୍ଗଙ୍ଗ ହ୍ରଦ ନିକଟରେ ମୁହାଁମୁହିଁ ହୋଇଥିଲେ । ଭାରତ ସୀମାରେ ଅନୁପ୍ରବେଶ ଉଦ୍ୟମ…

ରାଜ୍ୟରେ ୧୦ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦…