କାଲିଠାରୁ ଆଉ ଏକ ଲଘୁଚାପ! ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି, ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ କାଲିଠୁ ୨୬ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।…