ଖୁସି ଖବର: ରାଜ୍ୟରେ ଆଜି ୨୫୧୦ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…