ଅକ୍ଟୋବର ପହିଲାରୁ ବିଜୁ ପଟ୍ଟନାୟକ ବିମାନ ବନ୍ଦର ରନୱେର ଆରମ୍ଭ ହେବ କାର୍ପେଟିଂ କାମ
ଭୁବନେଶ୍ୱର, ୨୫ା୮(ଓଡ଼ିଶା ଭାସ୍କର): ଦେଶ ଓ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ତେଣୁ ବହୁ କମ ସଂଖ୍ୟକ ବିମାନ ଚଳାଚଳ ହେଉଛି । ଏହାରି ମଧ୍ୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦର ରନୱେର…