ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ, ଜାଣନ୍ତୁ କେଉଁଥି ପାଇଁ କିଏ
ଭୁବନେଶ୍ୱର, ୨୦ା୮(ଓଡ଼ିଶା ଭାସ୍କର): ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି । ୪୫ଜଣ ସମ୍ପାଦକ ଓ ୪୧ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି । ସମସ୍ତଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡ଼ି…