ଭୁବନେଶ୍ୱରରେ ଆଜି ଆଉ ୫୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଭୁବନେଶ୍ୱର, ୧୪ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାସହ ରାଜ୍ୟର ରାଜଧାନୀ ଭୁବନେଶ୍ୱର ମଧ୍ୟ ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରୁ ୫୧ଜଣ…