ବାତ୍ୟାରେ ଶୂନ୍ୟ ଜୀବନହାନିକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୬ା୫(ଓଡ଼ିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫାନ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା…