ଯାଜପୁରରେ ଆଉ ଜଣେ ପଜିଟିଭ୍, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି
ଭୁବନେଶ୍ୱର, ୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୭୯କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଯାଜପୁରରେ…