ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦଇତାପତି ନିଯୋଗର ଚିଠି
ପୁରୀ, ୪ା୫(ଓଡ଼ିଶା ଭାସ୍କର): କରୋନା ସ୍ଥିତିକୁ ନେଇ ଦେଶ ଓ ରାଜ୍ୟ ଲକ ଡାଉନ ରହିଛି । କିନ୍ତୁ ଏହି ପରିସ୍ଥିତିରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ କି ନାହିଁ ସେନେଇ ସମସ୍ତେ ଦ୍ୱନ୍ଦ୍ୱରେ ରହିଛନ୍ତି । ଏହାରି ମଧ୍ୟରେ…