ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି
କଳାହାଣ୍ଡି, ୪ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ସେହି ୨୯ ବର୍ଷିୟ ଯୁବକ କଳାହାଣ୍ଡିର ବୋଲି ଜଣାପଡ଼ିଛି ।…