୧୫ ତାରିଖ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଆରମ୍ଭ ପାଇଁ ଚେଷ୍ଟା, ସୂଚନା ଦେଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ପୁରୀ: ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି। ପରିଚାଳନା କମିଟିରେ ୧୦ ଜଣ ସଦସ୍ୟ ଅଛନ୍ତି। ଏମାନେ ହେଲେ, ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୂସୁଦନ ସିଂହାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ…