ଓଡ଼ିଶାରେ ସମବାୟ ବିକାଶ ନେଇ ଆଲୋଚନା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର: ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ…