ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା NDA, ସି.ପି ରାଧାକ୍ରିଷ୍ଣନଙ୍କ ନାଁ ଘୋଷଣା କଲେ ନଡ୍ଡା
ନୂଆଦିଲ୍ଲୀ: ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକୃଷ୍ଣନ୍ ଉପରାଷ୍ଟ୍ରପତି ପଦ ପାଇଁ ଏନଡିଏର ପ୍ରାର୍ଥୀ ହେବେ । ଏନେଇ ଆଜି ବଡ଼ ଘୋଷଣା କରାଯାଇଛି । ରବିବାର ନୂଆଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକ ପରେ ଜେପି ନଡ୍ଡା…