ଇତିହାସରେ ଲେଖା ହେବ ଆଜିର ଦିନ, ମୋଦୀ ଭାଙ୍ଗିଲେ ଇନ୍ଦିରା ଗାନ୍ଧୀଙ୍କ ମହାନ ରେକର୍ଡ
ନୂଆଦିଲ୍ଲୀ: ଆଜି ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ। କାରଣ ଆଜିଭଳି ଦିନରେ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ରେକର୍ଡ ଭାଙ୍ଗିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆଜି ଯେତେବେଳେ ମୋଦି…