ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ, ଡ୍ରିମ 11 ଖେଳି କୋଟିପତି ହେବା ଭୁଲି ଯାଆନ୍ତୁ, ନହେଲେ….
ଓଡ଼ିଶା ଭାସ୍କର: ସଂସଦର ଦୁଇ ସଦନର ମଂଜୁରୀ ପରେ ଅନଲାଇନ ବେଟିଂକୁ ନିଷିଦ୍ଧ କରୁଥିବା ଅନଲାଇନ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି । ଏହା ପରେ ଏହି ବିଲ୍ ଆଇନରେ ପରିଣତ ହୋଇଛି ।…