‘କର୍ତ୍ତବ୍ୟ ଭବନ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, କହିଲେ ଗୋଟେ ଛାତ ତଳୁ ଚାଲିବ ଦେଶର ସରକାର
ନୂଆଦିଲ୍ଲୀ: କର୍ତ୍ତବ୍ୟ ଭବନ-୩ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି। ଏହି ଆଧୁନିକ କୋଠା ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ନୂତନ ମୁଖ୍ୟାଳୟ ହେବ।
ଏଥିରେ ଗୃହ, ବୈଦେଶିକ…