ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା! ଆଜିପାଇଁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଫଳରେ ଆଜି ପାଇଁ କିଛି ସ୍ଥାନରେ ରେଡ ଆର୍ଲଟ ଜାରି କରିଛି ବିଭାଗ। ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…