ଆସୁଛି ଆଉ ଏକ ଲଘୁଚାପ: ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆହୁରି ବର୍ଷିବ। ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୯ ତାରିଖ ବେଳକୁ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ…