ରାଜ୍ୟ ସରକାରଙ୍କ ନୂଆ ନିଷ୍ପତ୍ତି: ସରକାରୀ ଇଞ୍ଜିନିୟରିଂ କଲେଜର ଅଧ୍ୟାପକ ନିଯୁକ୍ତି ଦାୟିତ୍ୱ ନେବ OPSC
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସରକାରୀ ଇଞ୍ଜିନିୟରିଂ କଲେଜରେ ଅଧ୍ୟାପକ ନିଯୁକ୍ତି ନିୟମ ବଦଳିଯାଇଛି । ଏଣିକି ସରକାରୀ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଶିକ୍ଷକ ନିଯୁକ୍ତି ଦାୟିତ୍ୱ ବହନ କରିବ ଓଡ଼ିଶା ଲୋକସେବା ଆୟୋଗ…