ପୁଲୱାମା ସିଆରଫିଏଫ ଆକ୍ରମଣ ଘଟଣା: ଜୈଶ-ଏ–ମୋହମ୍ମଦର ୫ ଆତଙ୍କବାଦୀଙ୍କୁ ଆଜୀବନ କାରାଦଣ୍ଡ, ୪୦ ଯବାନ ହୋଇଥିଲେ ସହିଦ
ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦଙ୍କ ପାଞ୍ଚ ଜଣ ଆତଙ୍କବାଦୀଙ୍କୁ ସୋମବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ପୁଲୱାମାରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ…